ପ୍ରକାଶିତ 15:2 - ପବିତ୍ର ବାଇବଲ2 ମୁଁ ମୋ’ ସାମନାରେ ଅଗ୍ନି ମିଶ୍ରିତ କାଚ ପରି ଏକ ସମୁଦ୍ର ଦେଖିଲି। ଯେଉଁ ଲୋକମାନେ ସେହି ପଶୁ, ତାହାର ପ୍ରତିମା, ଓ ତାହାର ନାମର ସଂଖ୍ୟା ଉପରେ ଜୟଲାଭ କରିଥିଲେ, ସେମାନଙ୍କୁ ସେହି ସମୁଦ୍ର କୂଳରେ ଠିଆ ହେବାର ଦେଖିଲି। ସେମାନଙ୍କ ହାତରେ ପରମେଶ୍ୱର ଦେଇଥିବା ବୀଣା ଥିଲା। See the chapterପବିତ୍ର ବାଇବଲ (Re-edited) - (BSI)2 ଆଉ, ମୁଁ ଦେଖିଲି, ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି ଯେଉଁମାନେ ପଶୁ, ତାହାର ପ୍ରତିମା, ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ଵରଙ୍କ ବୀଣା ଧାରଣ କରି ସେହି କାଚମୟ ସମୁଦ୍ର ତୀରରେ ଦଣ୍ତାୟମାନ ହୋଇଅଛନ୍ତି। See the chapterଓଡିଆ ବାଇବେଲ2 ଆଉ ମୁଁ ଦେଖିଲି ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି, ଯେଉଁମାନେ ପଶୁ, ତାହାର ପ୍ରତିମା ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ୱରଙ୍କ ବୀଣା ଧରି, ସେହି କାଚମୟ ସମୁଦ୍ର ତୀରରେ ଦଣ୍ଡାୟମାନ ହୋଇଅଛନ୍ତି । See the chapterପବିତ୍ର ବାଇବଲ (CL) NT (BSI)2 ତା’ପରେ ମୁଁ ଦେଖିଲି, ଅଗ୍ନିମିଶ୍ରିତ କାଚର ସମୁଦ୍ର ପରି ଏକ ଦୃଶ୍ୟ। ସେହି ସମୁଦ୍ର ତୀରରେ ଠିଆ ହୋଇଥିଲେ ବିଜୟୀ ବ୍ୟକ୍ତିମାନେ - ଏମାନେ ପଶୁ, ପଶୁର ପ୍ରତିମୂର୍ତ୍ତି ଓ ପୂର୍ବୋକ୍ତ ସଂଖ୍ୟା ଦ୍ୱାରା ଚିହ୍ନିତ ସେହି ଦୁରାତ୍ମା ଉପରେ ବିଜୟ ଲାଭ କରିଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ମୁଁ ଦେଖିଲି ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି, ଯେଉଁମାନେ ପଶୁ, ତାହାର ପ୍ରତିମା ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ବରଙ୍କ ବୀଣା ଧରି, ସେହି କାଚମୟ ସମୁଦ୍ର ତୀରରେ ଦଣ୍ଡାୟମାନ ହୋଇଅଛନ୍ତି। See the chapter |