ପ୍ରକାଶିତ 16:8 - ପବିତ୍ର ବାଇବଲ8 ଏହା ପରେ ଚତୁର୍ଥ ଦୂତ ତାହାଙ୍କ ପାତ୍ର ସୂର୍ଯ୍ୟଙ୍କ ଉପରେ ଢାଳିଲେ। ସେଥିରେ ସୂର୍ଯ୍ୟକୁ, ମନୁଷ୍ୟମାନଙ୍କୁ ଅଗ୍ନିରେ ପୋଡ଼ି ଦେବାର କ୍ଷମତା ଦିଆଗଲା। See the chapterପବିତ୍ର ବାଇବଲ (Re-edited) - (BSI)8 ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା। See the chapterଓଡିଆ ବାଇବେଲ8 ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା । See the chapterପବିତ୍ର ବାଇବଲ (CL) NT (BSI)8 ତାହାପରେ ଚତୁର୍ଥ ଦୂତ ତାଙ୍କର ପାତ୍ରରେ ଥିବା ଦ୍ରବ୍ୟକୁ ସୂର୍ଯ୍ୟ ଉପରେ ଢ଼ାଳି ଦେଲେ। ଫଳରେ ସୂର୍ଯ୍ୟତାପ ଅତି ପ୍ରଚଣ୍ଡ ହୋଇ ଲୋକମାନଙ୍କୁ ଜାଳିପୋଡ଼ି ଦେଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା। See the chapter |