Online Bible

- Advertisements -




ପ୍ରକାଶିତ 2:11 - ପବିତ୍ର ବାଇବଲ

11 “ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍। ଯେ ବିଜୟୀ ହୁଏ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା ଆଦୌ କ୍ଷତିଗ୍ରସ୍ତ ହେବ ନାହିଁ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

11 ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ଵିତୀୟ ମୃତ୍ୟୁ ଦ୍ଵାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ।

See the chapter Copy

ଓଡିଆ ବାଇବେଲ

11 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

11 “ଶୁଣିବାକୁ କାନ ଥିଲେ, ମଣ୍ଡଳୀଗୁଡ଼ିକୁ ଈଶ୍ୱରଙ୍କ ଆତ୍ମା କଅଣ କହୁଛନ୍ତି, ଶୁଣ। “ଯେଉଁମାନେ ବିଜୟ ଲାଭ କରିବେ, ଦ୍ୱିତୀୟ ମୃତ୍ୟୁ ସେମାନଙ୍କୁ ସ୍ପର୍ଶ କରି ପାରିବ ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ।”

See the chapter Copy




ପ୍ରକାଶିତ 2:11

Follow us:

Advertisements


Advertisements