ପ୍ରକାଶିତ 20:2 - ପବିତ୍ର ବାଇବଲ2 ସ୍ୱର୍ଗଦୂତ ସେହି ବିଶାଳକାୟ ପୁରୁଣା ସାପକୁ ଧରିପକାଇଲେ। ସେହି ସାପ ହେଉଛି ଶୟତାନ। ଦୂତ ତାହାକୁ ଏକହଜାର ବର୍ଷ ପର୍ଯ୍ୟନ୍ତ ଶିକୁଳିରେ ବାନ୍ଧି ଦେଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍, ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ, See the chapterଓଡିଆ ବାଇବେଲ2 ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ, See the chapterପବିତ୍ର ବାଇବଲ (CL) NT (BSI)2 ସେ ସେହି ପ୍ରାଚୀନ ସର୍ପ, ସେହି ପିଶାଚ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ଜଞ୍ଜିରରେ ବାନ୍ଧି ପକାଇଲେ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ, See the chapter |