ପ୍ରକାଶିତ 22:7 - ପବିତ୍ର ବାଇବଲ7 ‘ଶୁଣ, ଆମ୍ଭେ ଶୀଘ୍ର ଆସୁଅଛୁ! ଏହି ପୁସ୍ତକରେ ଲେଖାଥିବା ଭବିଷ୍ୟଦ୍ବାଣୀର ବାକ୍ୟଗୁଡ଼ିକୁ ଯେଉଁ ଲୋକ ପାଳନ କରିବ, ସେ ଧନ୍ୟ ହେବ।’” See the chapterପବିତ୍ର ବାଇବଲ (Re-edited) - (BSI)7 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ। See the chapterଓଡିଆ ବାଇବେଲ7 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ । See the chapterପବିତ୍ର ବାଇବଲ (CL) NT (BSI)7 ଯୀଶୁ କହୁଅଛନ୍ତି, “ଶୁଣ! ମୁଁ ଶୀଘ୍ର ଆସୁଛି! ଯେଉଁମାନେ ଏହି ପୁସ୍ତକରେ ପ୍ରକାଶ କରାଯାଇଥିବା ଭାବବାଣୀ ପ୍ରତି ମନୋଯୋଗୀ ହୋଇ ଆଜ୍ଞାବହ ହୁଅନ୍ତି, ସେମାନେ ଭାଗ୍ୟବାନ!” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 “ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ।” See the chapter |