ପ୍ରକାଶିତ 3:10 - ପବିତ୍ର ବାଇବଲ10 ତୁମ୍ଭେ ଧୈର୍ଯ୍ୟର ସହିତ ମୋର ଆଜ୍ଞା ପାଳନ କରିଛ। ତେଣୁ ଜଗତନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମଗ୍ର ଜଗତ ଉପରେ ଦାରୁଣ ତାଡ଼ନା ଓ ପରୀକ୍ଷାର ସମୟ ଆସିବ, ମୁଁ ତୁମ୍ଭକୁ ସେଥିରୁ ରକ୍ଷା କରିବି। See the chapterପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ। See the chapterଓଡିଆ ବାଇବେଲ10 ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏ ହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ । See the chapterପବିତ୍ର ବାଇବଲ (CL) NT (BSI)10 ମୋର ଆଦେଶାନୁଯାୟୀ ତୁମ୍ଭେମାନେ ଧୈର୍ଯ୍ୟଶୀଳ ହୋଇ ରହିଛ, ତେଣୁ ପୃଥିବୀବାସୀ ଜନସମୂହକୁ ପରୀକ୍ଷା କରିବା ପାଇଁ ସମଗ୍ର ଜଗତରେ ଯେଉଁ ଦୁର୍ଦ୍ଦଶା ଉପସ୍ଥିତ ହେବାକୁ ଯାଉଛି, ସେଥିରୁ ମୁଁ ତୁମ୍ଭମାନଙ୍କୁ ନିରାପଦରେ ରଖିବି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ। See the chapter |