ପ୍ରକାଶିତ 3:15 - ପବିତ୍ର ବାଇବଲ15 “ମୁଁ ତୁମ୍ଭର କାର୍ଯ୍ୟ ଜାଣେ। ତୁମ୍ଭେ ଉତ୍ତପ୍ତ ନୁହଁ ବା ଶୀତଳ ନୁହଁ। ମୁଁ ଆଶାକରେ, ତୁମ୍ଭେ ଉତ୍ତପ୍ତ କିମ୍ବା ଶୀତଳ ହୋଇଥିଲେ ଭଲ ହୋଇ ଥା’ନ୍ତା। See the chapterପବିତ୍ର ବାଇବଲ (Re-edited) - (BSI)15 ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ଶୀତଳ ନୁହଁ କି ଉଷ୍ଣ ହିଁ ନୁହଁ; ତୁମ୍ଭେ ଶୀତଳ କି ଉଷ୍ଣ ହେଲେ ଭଲ ହୁଅନ୍ତା। See the chapterଓଡିଆ ବାଇବେଲ15 ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ଶୀତଳ ନୁହଁ କି ଉଷ୍ଣ ହିଁ ନୁହଁ; ତୁମ୍ଭେ ଶୀତଳ କି ଉଷ୍ଣ ହେଲେ ଭଲ ହୁଅନ୍ତା । See the chapterପବିତ୍ର ବାଇବଲ (CL) NT (BSI)15 ମୁଁ ତୁମର କାର୍ଯ୍ୟକଳାପ ଜାଣେ; ତୁମେ ଶୀତଳ ନୁହଁ, କି ଉତ୍ତପ୍ତ ନୁହଁ, ଏହା ମୁଁ ଜାଣେ। ତୁମେ ଶୀତଳ କିମ୍ବା ଉତ୍ତପ୍ତ ହୋଇଥିଲେ, ଭଲ ହୁଅନ୍ତା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ଶୀତଳ ନୁହଁ କି ଉଷ୍ଣ ହିଁ ନୁହଁ; ତୁମ୍ଭେ ଶୀତଳ କି ଉଷ୍ଣ ହେଲେ ଭଲ ହୁଅନ୍ତା। See the chapter |