ପ୍ରକାଶିତ 4:10 - ପବିତ୍ର ବାଇବଲ10 ଚବିଶଜଣ ପ୍ରାଚୀନ ବ୍ୟକ୍ତି ସିଂହାସନରେ ବସିଥିବା ସେହି ବ୍ୟକ୍ତିଙ୍କ ସମ୍ମୁଖରେ ମୁଣ୍ଡ ନୁଆଁଇ ତାହାଙ୍କୁ ପ୍ରଣାମ କରନ୍ତି। ସେମାନେ ତାହାଙ୍କ ସମ୍ମୁଖରେ ନିଜର ମୁକୁଟ ରଖି କହନ୍ତି: See the chapterପବିତ୍ର ବାଇବଲ (Re-edited) - (BSI)10 ସେତେବେଳେ ଚବିଶ ପ୍ରାଚୀନ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି, See the chapterଓଡିଆ ବାଇବେଲ10 ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି, See the chapterପବିତ୍ର ବାଇବଲ (CL) NT (BSI)10 ପୂର୍ବୋକ୍ତ ଚବିଶ ଜଣ ବୟୋଜ୍ୟେଷ୍ଠ ନେତା ଚିରଞ୍ଜୀବୀ ବ୍ୟକ୍ତିଙ୍କ ସିଂହାସନ ସମ୍ମୁଖରେ ପ୍ରଣିପାତ କରି ତାଙ୍କର ଆରାଧନା କରିବାକୁ ଲାଗିଲେ। ପୁଣି ସିଂହାସନ ତଳେ ନିଜ ନିଜ ମୁକୁଟ ଥୋଇ ଦେଇ ରିହଲେ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି, See the chapter |