ପ୍ରକାଶିତ 5:1 - ପବିତ୍ର ବାଇବଲ1 ତା'ପରେ ମୁଁ ସିଂହାସନରେ ବସିଥିବା ସେହି ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରେ ଗୋଟିଏ ଚର୍ମପତ୍ର ଥିବାର ଦେଖିଲି। ସେହି ଚର୍ମପତ୍ରଟିର ଉଭୟ ପଟେ ଲେଖା ହୋଇଥିଲା। ସେହି ଚର୍ମପତ୍ରଟି ସାତୋଟି ମୁଦ୍ରାରେ ବନ୍ଦ କରାଯାଇଥିଲା। See the chapterପବିତ୍ର ବାଇବଲ (Re-edited) - (BSI)1 ତତ୍ପରେ ମୁଁ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ଵରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ। See the chapterଓଡିଆ ବାଇବେଲ1 ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ । See the chapterପବିତ୍ର ବାଇବଲ (CL) NT (BSI)1 ସିଂହାସନରେ ଉପବିଷ୍ଟ ବ୍ୟକ୍ତିଙ୍କ ହସ୍ତରେ ମୁଁ ଗୋଟିଏ ପ୍ରାଚୀନ ପାଣ୍ଡୁଲିପି ଦେଖିଲି; ତାହାର ଦୁଇ ପାଶ୍ୱର୍ରେ ଲେଖା ହୋଇଥିଲା ଓ ସାତଗୋଟି ମୋହରରେ ତାହା ମୁଦ୍ରାଙ୍କିତ ହୋଇଥିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଚମଡାରୁ ନିର୍ମିତ ଗୋଟିଏ ନଳାକାର ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ। See the chapter |