ପ୍ରକାଶିତ 5:10 - ପବିତ୍ର ବାଇବଲ10 ତୁମ୍ଭେ ଏହି ଲୋକମାନଙ୍କୁ ଗୋଟିଏ ସାମ୍ରାଜ୍ୟ ସ୍ୱରୂପ, ଓ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପାଇଁ ଯାଜକଗଣ କରିଅଛ। ସେମାନେ ଏ ପୃଥିବୀ ଉପରେ ରାଜତ୍ୱ କରିବେ।” See the chapterପବିତ୍ର ବାଇବଲ (Re-edited) - (BSI)10 ପୁଣି ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ରାଜକୁଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ଵ କରିବେ। See the chapterଓଡିଆ ବାଇବେଲ10 ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ । See the chapterପବିତ୍ର ବାଇବଲ (CL) NT (BSI)10 ପୁଣି ଈଶ୍ୱରଙ୍କର ସେବା କରିବା ନିମନ୍ତେ ସେମାନଙ୍କୁ ଏକ ଯାଜକ ଗୋଷ୍ଠୀରେ ପରିଣତ କରିଅଛ ଏବଂ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।” See the chapter |