ପ୍ରକାଶିତ 5:3 - ପବିତ୍ର ବାଇବଲ3 କିନ୍ତୁ ସେହି ଚର୍ମପତ୍ରକୁ ଫିଟାଇବାକୁ ଓ ତା'ଭିତର ଦେଖିବାକୁ ସ୍ୱର୍ଗ, ମର୍ତ୍ତ୍ୟ ବା ପାତାଳରେ କାହାରି ସାଧ୍ୟ ନ ଥିଲା। See the chapterପବିତ୍ର ବାଇବଲ (Re-edited) - (BSI)3 କିନ୍ତୁ ସ୍ଵର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ। See the chapterଓଡିଆ ବାଇବେଲ3 କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ । See the chapterପବିତ୍ର ବାଇବଲ (CL) NT (BSI)3 କିନ୍ତୁ ସେହି ପାଣ୍ଡୁଲିପି ଫିଟାଇ ସେଥିରେ କଅଣ ଲେଖାଅଛି, ପଢ଼ିବାକୁ ସ୍ୱର୍ଗରେ, ପୃଥିବୀରେ କିମ୍ବା ପାତାଳରେ କେହି ବାହାରିଲେ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ। See the chapter |