ପ୍ରକାଶିତ 7:15 - ପବିତ୍ର ବାଇବଲ15 ତେଣୁ ଏହି ଲୋକମାନେ ପରମେଶ୍ୱରଙ୍କର ସିଂହାସନ ସମ୍ମୁଖରେ ଅଛନ୍ତି। ସେମାନେ ଦିନରାତି ପରମେଶ୍ୱରଙ୍କର ମନ୍ଦିରରେ ତାହାଙ୍କର ଉପାସନା କରନ୍ତି। ସିଂହାସନରେ ବସିଥିବା ଜଣେ ବ୍ୟକ୍ତି ସେମାନଙ୍କୁ ସୁରକ୍ଷା ପ୍ରଦାନ କରିବେ। See the chapterପବିତ୍ର ବାଇବଲ (Re-edited) - (BSI)15 ସେଥିପାଇଁ ସେମାନେ ଈଶ୍ଵରଙ୍କ ସିଂହାସନ ସମ୍ମୁଖରେ ଥାଇ ଦିବାରାତ୍ର ତାହାଙ୍କର ଉପାସନା କରନ୍ତି, ପୁଣି ସିଂହାସନୋପବିଷ୍ଟ ବ୍ୟକ୍ତି ସେମାନଙ୍କର ଆଶ୍ରୟ-ସ୍ଵରୂପ ହେବେ। See the chapterଓଡିଆ ବାଇବେଲ15 ସେଥିପାଇଁ ସେମାନେ ଈଶ୍ୱରଙ୍କ ସିଂହାସନ ସମ୍ମୁଖରେ ଥାଇ ଦିବାରାତ୍ର ତାହାଙ୍କ ମନ୍ଦିରରେ ତାହାଙ୍କର ଉପାସନା କରନ୍ତି, ପୁଣି, ସିଂହାସନ ଉପବିଷ୍ଟ ବ୍ୟକ୍ତି ସେମାନଙ୍କର ଆଶ୍ରୟସ୍ୱରୂପ ହେବେ । See the chapterପବିତ୍ର ବାଇବଲ (CL) NT (BSI)15 ସେଥିଯୋଗୁଁ ସେମାନେ ଈଶ୍ୱରଙ୍କ ମନ୍ଦିରରେ ତାଙ୍କ ସିଂହାସନ ସମ୍ମୁଖରେ ଠିଆ ହୋଇ ଦିବାରାତ୍ରି ତାଙ୍କର ଆରାଧନା କରୁଛନ୍ତି। ସିଂହାସନୋପବିଷ୍ଟ ବ୍ୟକ୍ତି ସେମାନଙ୍କୁ ଆଶ୍ରୟ ଦେବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେଥିପାଇଁ, “ସେମାନେ ଈଶ୍ବରଙ୍କ ସିଂହାସନ ସମ୍ମୁଖରେ ଥାଇ, ଦିବାରାତ୍ର ତାହାଙ୍କ ମନ୍ଦିରରେ ତାହାଙ୍କର ଉପାସନା କରନ୍ତି,” “ପୁଣି, ସିଂହାସନ ଉପବିଷ୍ଟ ବ୍ୟକ୍ତି ସେମାନଙ୍କର ଆଶ୍ରୟ-ସ୍ୱରୂପ ହେବେ। See the chapter |