ପ୍ରକାଶିତ 7:4 - ପବିତ୍ର ବାଇବଲ4 ଏହିପରି ମୁଦ୍ରାଙ୍କିତ ହେବା ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି। ସେମାନେ 144,000 ଜଣ ଥିଲେ। ସେମାନେ ଇସ୍ରାଏଲର ପ୍ରତି ପରିବାର ବର୍ଗ ମଧ୍ୟରୁ ଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)4 ତତ୍ପରେ ମୁଦ୍ରାଙ୍କିତ ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି, ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ବଂଶ ମଧ୍ୟରୁ ଏକ ଲକ୍ଷ ଚଉରାଳିଶ ସହସ୍ର ଲୋକ ମୁଦ୍ରାଙ୍କିତ ହେଲେ, See the chapterଓଡିଆ ବାଇବେଲ4 ତାପରେ ମୁଦ୍ରାଙ୍କିତ ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି, ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ବଂଶ ମଧ୍ୟରୁ ଏକ ଲକ୍ଷ ଚଉରାଳିଶ ହଜାର ଲୋକ ମୁଦ୍ରାଙ୍କିତ ହେଲେ, See the chapterପବିତ୍ର ବାଇବଲ (CL) NT (BSI)4 ଯେଉଁମାନଙ୍କ କପାଳରେ ଈଶ୍ୱରଙ୍କ ମୋହର ମରା ହେଲା, ସେମାନଙ୍କର ସଂଖ୍ୟା ୧,୪୪,୦୦୦ ବୋଲି ମୁଁ ଶୁଣିଲି। ସେମାନେ ନିମ୍ନଲିଖିତ ଇଶ୍ରାଏଲୀୟ ବାର ଗୋଷ୍ଠୀର ଲୋକ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତାହା ପରେ ମୁଦ୍ରାଙ୍କିତ ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି, ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ବଂଶ ମଧ୍ୟରୁ ଏକ ଲକ୍ଷ ଚଉରାଳିଶ ହଜାର ଲୋକ ମୁଦ୍ରାଙ୍କିତ ହେଲେ, See the chapter |