ପ୍ରକାଶିତ 8:8 - ପବିତ୍ର ବାଇବଲ8 ଦ୍ୱିତୀୟ ସ୍ୱର୍ଗଦୂତ ତୂରୀ ବଜାଇଲା ପରେ ଗୋଟିଏ ବୃହତ୍ ଜ୍ୱଳନ୍ତ ପର୍ବତ ପରି ଦିଶୁଥିବା ଏକ ବସ୍ତୁ ସମୁଦ୍ରରେ ପଡ଼ିଲା। ଏହା ଦ୍ୱାରା ସମୁଦ୍ରର ଏକ ତୃତୀୟାଂଶ ଜଳ ରକ୍ତରେ ପୂର୍ଣ୍ଣ ହୋଇଗଲା। See the chapterପବିତ୍ର ବାଇବଲ (Re-edited) - (BSI)8 ଦ୍ଵିତୀୟ ଦୂତ ତୂରୀଧ୍ଵନୀ କରନ୍ତେ ଯେପରି ଅଗ୍ନି ପ୍ରଜ୍ଵଳିତ ଗୋଟିଏ ପ୍ରକାଣ୍ତ ପର୍ବତ ସମୁଦ୍ରରେ ନିକ୍ଷିପ୍ତ ହେଲା; ସେଥିରେ ସମୁଦ୍ରର ତୃତୀୟାଂଶ ଜଳ ରକ୍ତମୟ ହୋଇଗଲା, See the chapterଓଡିଆ ବାଇବେଲ8 ଦ୍ୱିତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଯେପରି ଅଗ୍ନି ପ୍ରଜ୍ୱଳିତ ଗୋଟିଏ ବୃହତ ପର୍ବତ ସମୁଦ୍ରରେ ନିକ୍ଷିପ୍ତ ହେଲା; ସେଥିରେ ସମୁଦ୍ରର ତୃତୀୟାଂଶ ଜଳ ରକ୍ତମୟ ହୋଇଗଲା, See the chapterପବିତ୍ର ବାଇବଲ (CL) NT (BSI)8 ତା’ପରେ ଦ୍ୱିତୀୟ ଦୂତ ତାଙ୍କର ତୂରୀ ବଜାଇବା କ୍ଷଣି ପର୍ବତ ପରି ଗୋଟିଏ ପ୍ରକାଣ୍ଡ ପଦାର୍ଥ ସମୁଦ୍ରରେ ନିକ୍ଷିପ୍ତ ହେଲା ଓ ସମୁଦ୍ରର ଏକ ତୃତୀୟାଂଶ ରକ୍ତରେ ପରିଣତ ହେଲା, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଦ୍ୱିତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଯେପରି ଅଗ୍ନି ପ୍ରଜ୍ୱଳିତ ଗୋଟିଏ ବୃହତ ପର୍ବତ ସମୁଦ୍ରରେ ନିକ୍ଷିପ୍ତ ହେଲା; ସେଥିରେ ସମୁଦ୍ରର ତୃତୀୟାଂଶ ଜଳ ରକ୍ତମୟ ହୋଇଗଲା, See the chapter |