ପ୍ରକାଶିତ 8:9 - ପବିତ୍ର ବାଇବଲ9 ସମୁଦ୍ରରେ ଥିବା ଏକ ତୃତୀୟାଂଶ ଜୀବନ୍ତ ପ୍ରାଣୀ ମରିଗଲେ ଓ ଏକ ତୃତୀୟାଂଶ ଜାହାଜ ନଷ୍ଟ ହୋଇଗଲା। See the chapterପବିତ୍ର ବାଇବଲ (Re-edited) - (BSI)9 ପୁଣି ସମୁଦ୍ରରେ ଥିବା ଜୀବମାନଙ୍କର ତୃତୀୟାଂଶ ମଲେ ଓ ଜାହାଜର ତୃତୀୟାଂଶ ବିନଷ୍ଟ ହେଲା। See the chapterଓଡିଆ ବାଇବେଲ9 ପୁଣି, ସମୁଦ୍ରରେ ଥିବା ଜୀବମାନଙ୍କର ତୃତୀୟାଂଶ ମଲେ ଓ ଜାହାଜର ତୃତୀୟାଂଶ ବିନଷ୍ଟ ହେଲା । See the chapterପବିତ୍ର ବାଇବଲ (CL) NT (BSI)9 ସମୁଦ୍ର ପ୍ରାଣୀମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ମରିଗଲେ ଏବଂ ସମୁଦ୍ରରେ ଥିବା ଜାହାଜଗୁଡ଼ିକର ଏକ ତୃତୀୟାଂଶ ଧ୍ୱଂସ ପାଇଗଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ସମୁଦ୍ରରେ ଥିବା ଜୀବମାନଙ୍କର ତୃତୀୟାଂଶ ମଲେ ଓ ଜାହାଜର ତୃତୀୟାଂଶ ବିନଷ୍ଟ ହେଲା। See the chapter |