ରୋମୀୟ 12:4 - ପବିତ୍ର ବାଇବଲ4 ଯେପରି ଆମ୍ଭ ସମସ୍ତଙ୍କର ଶରୀରଟିଏ ଅଛି ଓ ଏହି ଶରୀରରେ ଅନେକ ପ୍ରକାରର ଅଙ୍ଗ ଅଛି। ଏହି ଅଙ୍ଗ ଗୁଡ଼ିକ ଏକା ଭଳି କାମ କରନ୍ତି ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)4 କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗ-ପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକପ୍ରକାର ନୁହେଁ, See the chapterଓଡିଆ ବାଇବେଲ4 କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ ପ୍ରକାର ନୁହେଁ, See the chapterପବିତ୍ର ବାଇବଲ (CL) NT (BSI)4 ଆମ ଶରୀରରେ ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି ଏବଂ ପ୍ରତ୍ୟେକର କାର୍ଯ୍ୟ ସ୍ୱତନ୍ତ୍ର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ-ପ୍ରକାର ନୁହେଁ, See the chapter |