Online Bible

- Advertisements -




ରୋମୀୟ 13:9 - ପବିତ୍ର ବାଇବଲ

9 ମୁଁ ଏପରି କହୁଛି, କାରଣ ବ୍ୟବସ୍ଥା କୁହେ: “ବ୍ୟଭିଗ୍ଭର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଗ୍ଭେରି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ।” ଏହି ସମସ୍ତ ଆଦେଶ ଗୁଡ଼ିକ ଓ ଅନ୍ୟ ସମସ୍ତ ଆଦେଶ ଗୁଡ଼ିକ ସାରାଂଶ ଭାବେ ଏହି ବ୍ୟବସ୍ଥାର ଅନ୍ତର୍ଗତ ଅଟେ, ଯଥା: “ନିଜକୁ ପ୍ରେମ କଲା ଭଳି ଅନ୍ୟ ପ୍ରତିବାସିକୁ ପ୍ରେମ କର।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର।

See the chapter Copy

ଓଡିଆ ବାଇବେଲ

9 କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର ।

See the chapter Copy

ପବିତ୍ର ବାଇବଲ (CL) NT (BSI)

9 “ବ୍ୟଭିଚାର କର ନାହିଁ, ନର ହତ୍ୟା କର ନାହିଁ, ଚୋରି କର ନାହିଁ, ପର ଦ୍ରବ୍ୟ ଲୋଭ କର ନାହିଁ”, ଇତ୍ୟାଦି ସମସ୍ତ ଆଜ୍ଞା ଗୋଟିଏ ଆଜ୍ଞାରେ ନିହିତ- “ତୁମ ପଡ଼ୋଶୀକୁ ଆତ୍ମତୁଲ୍ୟ ପ୍ରେମ କର।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।

See the chapter Copy




ରୋମୀୟ 13:9

Follow us:

Advertisements


Advertisements