ରୋମୀୟ 15:7 - ପବିତ୍ର ବାଇବଲ7 ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଗ୍ରହଣ କରିଛନ୍ତି, ଅତଏବ ତୁମ୍ଭେମାନେ ପରସ୍ପରକୁ ଗ୍ରହଣ କର। See the chapterପବିତ୍ର ବାଇବଲ (Re-edited) - (BSI)7 ଅତଏବ ଈଶ୍ଵରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର। See the chapterଓଡିଆ ବାଇବେଲ7 ଅତଏବ ଈଶ୍ୱରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର । See the chapterପବିତ୍ର ବାଇବଲ (CL) NT (BSI)7 ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କରିଛନ୍ତି, ଈଶ୍ୱରଙ୍କ ମହିମା ନିମନ୍ତେ ତୁମ୍ଭେମାନେ ସେହିପରି ପରସ୍ପରକୁ ଗ୍ରହଣ କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଅତଏବ ଈଶ୍ବରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର। See the chapter |