ରୋମୀୟ 15:9 - ପବିତ୍ର ବାଇବଲ9 ଅଣଯିହୂଦୀ ଲୋକେ, ପରମେଶ୍ୱରଙ୍କ ଦ୍ୱାରା ପ୍ରଦତ୍ତ କରୁଣା ପାଇଁ, ତାହାଙ୍କୁ ମହିମା ପ୍ରଦାନ କରି ପାରିବେ ସେଥିପାଇଁ ମଧ୍ୟ ସେ ଏହା କଲେ। ଶାସ୍ତ୍ର କୁହେ: “ସେଥିପାଇଁ ମୁଁ ଅଣଯିହୂଦୀ ଲୋକଙ୍କ ଭିତରେ ତୁମ୍ଭକୁ ଧନ୍ୟବାଦ ଜଣାଇବି, ଓ ତୁମ୍ଭ ନାମର ମହିମା ଗାନ କରିବି।” See the chapterପବିତ୍ର ବାଇବଲ (Re-edited) - (BSI)9 ପୁଣି, ଯେପରି ବିଜାତିମାନେ ଈଶ୍ଵରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖା ଅଛି, “ଏଥିପାଇଁ ମୁଁ ବିଜାତିମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି।” See the chapterଓଡିଆ ବାଇବେଲ9 ପୁଣି, ଯେପରି ଅଣଯିହୂଦୀମାନେ ଈଶ୍ୱରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖା ଅଛି, "ଏଥିପାଇଁ ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି ।" See the chapterପବିତ୍ର ବାଇବଲ (CL) NT (BSI)9 ତାଙ୍କ ଅନୁଗ୍ରହ ନିମନ୍ତେ ଅଣଇହୁଦୀମାନେ ମଧ୍ୟ ତାଙ୍କର ପ୍ରଶଂସା କରିବେ। ଏ ବିଷୟରେ ଶାସ୍ତ୍ରରେ ଲେଖାଅଛି: “ଅଣଇହୁଦୀମାନଙ୍କ ମଧ୍ୟରେ ତୁମର ପ୍ରଶଂସା କରିବି, ସର୍ବଦା ତୁମର ସ୍ତୁତିଗାନ କରିବି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ଯେପରି ଅଣଯିହୁଦୀମାନେ ଈଶ୍ବରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖାଅଛି, “ଏଥିପାଇଁ ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି।” See the chapter |