ରୋମୀୟ 16:4 - ପବିତ୍ର ବାଇବଲ4 ସେମାନେ ମୋର ଜୀବନ ରକ୍ଷା ଲାଗି ନିଜ ଜୀବନକୁ ବିପଦରେ ପକାଇ ଥିଲେ। ମୁଁ ସେମାନଙ୍କ ପ୍ରତି କୃତଜ୍ଞ। କେବଳ ମୁଁ ନୁହେଁ ସମସ୍ତ ଅଣଯିହୂଦୀୟ ମଣ୍ତଳୀର ଲୋକମାନେ ମଧ୍ୟ ସେମାନଙ୍କ ପ୍ରତି କୃତଜ୍ଞ। See the chapterପବିତ୍ର ବାଇବଲ (Re-edited) - (BSI)4 ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ବିଜାତିମାନଙ୍କ ମଣ୍ତଳୀସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି; See the chapterଓଡିଆ ବାଇବେଲ4 ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୂଦୀମାନଙ୍କ ମଣ୍ଡଳୀସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି; See the chapterପବିତ୍ର ବାଇବଲ (CL) NT (BSI)4 ସେମାନେ ମୋ’ ପାଇଁ ନିଜ ଜୀବନକୁ ବିପନ୍ନ କରିଛନ୍ତି। କେବଳ ମୁଁ ନୁହେଁ, ସମସ୍ତ ଅଣଇହୁଦୀ ମଣ୍ଡଳୀ ତାଙ୍କଠାରେ କୃତଜ୍ଞ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୁଦୀମାନଙ୍କ ମଣ୍ଡଳୀ-ସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି; See the chapter |