Online Bible

- Advertisements -




ରୋମୀୟ 2:20 - ପବିତ୍ର ବାଇବଲ

20 ତୁମ୍ଭେ ଭାବୁଛ ଯେ, ଯେଉଁମାନେ ମୁର୍ଖ, ସେମାନଙ୍କୁ ସତ୍ୟ ଦେଖାଇ ପାରିବ। ଏବଂ ତୁମ୍ଭେ ଭାବୁଛ ଯେ, ଯେଉଁମାନଙ୍କର ଏବେ ମଧ୍ୟ ଶିଖିବା ଆବଶ୍ୟକ, ସେମାନଙ୍କର ତୁମ୍ଭେ ଶିକ୍ଷକ। ତୁମ୍ଭ ପାଖରେ ବ୍ୟବସ୍ଥା ଅଛି, ସେଥିପାଇଁ ତୁମ୍ଭେ ଭାବୁଛ ଯେ ତୁମ୍ଭେ ସବୁକିଛି ଜାଣିଛ ଓ ତୁମ୍ଭ ପାଖରେ ସତ୍ୟ ଅଛି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

20 ଯଦି ତୁମ୍ଭେ ଆପଣାକୁ ଅନ୍ଧର ପଥପ୍ରଦର୍ଶକ, ଅନ୍ଧକାରବାସୀଙ୍କର ଆଲୋକ, ମୂର୍ଖର ସଂସ୍କାରକ ଓ ଶିଶୁମାନଙ୍କର ଶିକ୍ଷକ ବୋଲି ବିଶ୍ଵାସ କରୁଅଛ,

See the chapter Copy

ଓଡିଆ ବାଇବେଲ

20 ଯଦି ତୁମ୍ଭେ ଆପଣାକୁ ଅନ୍ଧର ପଥପ୍ରଦର୍ଶକ, ଅନ୍ଧକାରବାସୀଙ୍କର ଆଲୋକ, ମୂର୍ଖର ସଂଶୋଧକ ଓ ଶିଶୁମାନଙ୍କର ଶିକ୍ଷକ ବୋଲି ବିଶ୍ୱାସ କରୁଅଛ,

See the chapter Copy

ପବିତ୍ର ବାଇବଲ (CL) NT (BSI)

20 ନିର୍ବୋଧମାନଙ୍କର ଉପଦେଷ୍ଟା, ଅଜ୍ଞମାନଙ୍କର ଶିକ୍ଷକ। ତୁମ୍ଭମାନଙ୍କର ବିଶ୍ୱାସ ଯେ, ବ୍ୟବସ୍ଥାରୁ ତୁମ୍ଭେମାନେ ସମ୍ପୂର୍ଣ୍ଣ ସତ୍ୟ ଓ ଜ୍ଞାନ ଲାଭ କରିଛ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଯଦି ତୁମ୍ଭେ ଆପଣାକୁ ଅନ୍ଧର ପଥପ୍ରଦର୍ଶକ, ଅନ୍ଧକାରବାସୀଙ୍କର ଆଲୋକ, ମୂର୍ଖର ସଂଶୋଧକ ଓ ଶିଶୁମାନଙ୍କର ଶିକ୍ଷକ ବୋଲି ବିଶ୍ୱାସ କରୁଅଛ,

See the chapter Copy




ରୋମୀୟ 2:20

Follow us:

Advertisements


Advertisements