ରୋମୀୟ 2:21 - ପବିତ୍ର ବାଇବଲ21 ତୁମ୍ଭେ ଅନ୍ୟ ଲୋକଙ୍କୁ ଶିକ୍ଷା ଦେଉଛ। ସେ ଦୃଷ୍ଟିରୁ ତୁମ୍ଭେ ନିଜକୁ ଶିକ୍ଷା କାହିଁକି ଦେଉ ନାହଁ? ତୁମ୍ଭେ ଲୋକଙ୍କୁ କହୁଛ ଗ୍ଭେରି କର ନାହିଁ। କିନ୍ତୁ ତୁମ୍ଭେ ନିଜେ ଗ୍ଭେରି କରୁଛ। See the chapterପବିତ୍ର ବାଇବଲ (Re-edited) - (BSI)21 ତେବେ ପରକୁ ଶିକ୍ଷା ଦେଉଅଛ ଯେ ତୁମ୍ଭେ, ତୁମ୍ଭେ କଅଣ ଆପଣାକୁ ଶିକ୍ଷା ଦେଉ ନାହଁ? ଚୋରି କର ନାହିଁ ବୋଲି ପ୍ରଚାର କରି ତୁମ୍ଭେ କି ଚୋରି କରୁଅଛ? See the chapterଓଡିଆ ବାଇବେଲ21 ତେବେ ପରକୁ ଶିକ୍ଷା ଦେଉଅଛ ଯେ ତୁମ୍ଭେ, ତୁମ୍ଭେ କ'ଣ ଆପଣାକୁ ଶିକ୍ଷା ଦେଉ ନାହଁ ? ଚୋରି କର ନାହିଁ ବୋଲି ପ୍ରଚାର କରି ତୁମ୍ଭେ କି ଚୋରି କରୁଅଛ ? See the chapterପବିତ୍ର ବାଇବଲ (CL) NT (BSI)21 ତୁମ୍ଭେମାନେ ଅନ୍ୟମାନଙ୍କୁ ଶିକ୍ଷା ଦେଉଛ, କିନ୍ତୁ ନିଜେ କାହିଁକି ଶିକ୍ଷା ଲାଭ କରୁ ନାହଁ? “ଚୋରି କର ନାହିଁ” ବୋଲି ଶିକ୍ଷା ଦେଇ ନିଜେ ଚୋରି କରୁଛ କି? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତେବେ ଯଦି ତୁମ୍ଭେ ଯେ ପରକୁ ଶିକ୍ଷା ଦେଉଅଛ, ତୁମ୍ଭେ କଅଣ ଆପଣାକୁ ଶିକ୍ଷା ଦେଉ ନାହଁ? ଚୋରି କର ନାହିଁ ବୋଲି ପ୍ରଚାର କରି ତୁମ୍ଭେ କି ଚୋରି କରୁଅଛ? See the chapter |