ରୋମୀୟ 2:7 - ପବିତ୍ର ବାଇବଲ7 କେତେକ ଲୋକ ପରମେଶ୍ୱରଙ୍କର ମହିମା, ସମ୍ମାନ ଓ ପରମେଶ୍ୱର ଦେବାକୁ ଥିବା ଅନନ୍ତ ଜୀବନ ପାଇଁ ବଞ୍ଚନ୍ତି। ଯେଉଁମାନେ ସର୍ବଦା ଭଲ କାମ କରି ଧୈର୍ଯ୍ୟପୂର୍ବକ ଏହି ଗୁଡ଼ିକ ପାଇଁ ଜୀବନ ଧାରଣ କରନ୍ତି, ସେହି ଲୋକମାନଙ୍କୁ ପରମେଶ୍ୱର ଅନନ୍ତ ଜୀବନ ପ୍ରଦାନ କରିବେ। See the chapterପବିତ୍ର ବାଇବଲ (Re-edited) - (BSI)7 ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ଵେଷଣ କରନ୍ତି, ସେମାନଙ୍କୁ ଅନ; ଜୀବନ ପ୍ରଦାନ କରିବେ, See the chapterଓଡିଆ ବାଇବେଲ7 ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ, See the chapterପବିତ୍ର ବାଇବଲ (CL) NT (BSI)7 କେତେ ଜଣ ଗୌରବ, ସମ୍ମାନ ଓ ଅମରତ୍ୱ ପ୍ରାପ୍ତି ଆଶାରେ ଧୈର୍ଯ୍ୟର ସହିତ ସତ୍କର୍ମ କରି ଯାଆନ୍ତି, ସେମାନଙ୍କୁ ଈଶ୍ୱର ଅନନ୍ତ ଜୀବନ ପ୍ରଦାନ କରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ, See the chapter |