ରୋମୀୟ 3:24 - ପବିତ୍ର ବାଇବଲ24 ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ଲୋକେ ତାହାଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି। ଏହା ବିନା ମୂଲ୍ୟର ଅନୁଗ୍ରହଦାନ ଅଟେ। ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପାପରୁ ମୁକ୍ତ ହୋଇ ଲୋକେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)24 ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ଦ୍ଵାରା ଧାର୍ମିକ ଗଣିତ ହୁଅନ୍ତି। See the chapterଓଡିଆ ବାଇବେଲ24 ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି । See the chapterପବିତ୍ର ବାଇବଲ (CL) NT (BSI)24 କିନ୍ତୁ ଈଶ୍ୱର ଖ୍ରୀଷ୍ଟଯୀଶୁଙ୍କ ଦ୍ୱାରା ବିନା ମୂଲ୍ୟରେ ଯେଉଁ ଅନୁଗହ ଦାନ ଦେଇଛନ୍ତି, ତାହା ଯେଉଁମାନେ ଗ୍ରହଣ କରନ୍ତି, ସେମାନଙ୍କୁ ପ୍ରଭୁ ଯୀଶୁ ପରିତ୍ରାଣ ଦିଅନ୍ତି ଓ ସେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି। See the chapter |