ରୋମୀୟ 4:12 - ପବିତ୍ର ବାଇବଲ12 ଅସୁନ୍ନତ ଲୋକଙ୍କର ପିତା ମଧ୍ୟ ଅବ୍ରହାମ। ସୁନ୍ନତ ହୋଇଥିବା କାରଣରୁ ଅବ୍ରହାମ ସେମାନଙ୍କର ପିତା ନୁହନ୍ତି। ସୁନ୍ନତ ହେବା ପୂର୍ବରୁ ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା, ଯଦି ସେମାନେ ମଧ୍ୟ ସେହି ବିଶ୍ୱାସ ଗ୍ରହଣ କରନ୍ତି, ତା'ହେଲେ ଅବ୍ରହାମ ସେମାନଙ୍କର ପିତା। See the chapterପବିତ୍ର ବାଇବଲ (Re-edited) - (BSI)12 ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇ ପାରନ୍ତି, ଅର୍ଥାତ୍ ଯେଉଁମାନେ ସୁନ୍ନତପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ଵାସ ଥିଲା, ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ। See the chapterଓଡିଆ ବାଇବେଲ12 ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇ ପାରନ୍ତି, ଅର୍ଥାତ୍ ଯେଉଁମାନେ ସୁନ୍ନତ ପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ । See the chapterପବିତ୍ର ବାଇବଲ (CL) NT (BSI)12 ପିତା ଅବ୍ରାହାମ ସୁନ୍ନତ ହେବା ପୂର୍ବରୁ ଯେଉଁ ବିଶ୍ୱାସର ପରିଚୟ ଦେଇଥିଲେ, ଯଦି ସୁନ୍ନତ ହୋଇ ନ ଥିବା ଲୋକମାନେ ନିଜ ଜୀବନରେ ସେହି ପ୍ରକାର ବିଶ୍ୱାସ ଦେଖାଇ ପାରିବେ, ଅବ୍ରାହାମ ସେମାନଙ୍କର ମଧ୍ୟ ପିତା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇପାରନ୍ତି, ଅର୍ଥାତ୍ ଯେଉଁମାନେ ସୁନ୍ନତପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ। See the chapter |