ରୋମୀୟ 4:22 - ପବିତ୍ର ବାଇବଲ22 ସେଥିପାଇଁ ପରମେଶ୍ୱର, “ଅବ୍ରହାମଙ୍କ ବିଶ୍ୱାସକୁ ଗ୍ରହଣ କଲେ। ସେ ବିଶ୍ୱାସ ଅବ୍ରହାମଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରି ରଖିଥିଲା।” See the chapterପବିତ୍ର ବାଇବଲ (Re-edited) - (BSI)22 ଏଥିପାଇଁ ମଧ୍ୟ ଏହା ତାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା; See the chapterଓଡିଆ ବାଇବେଲ22 ଏଥିପାଇଁ ମଧ୍ୟ ଏହା ତାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା See the chapterପବିତ୍ର ବାଇବଲ (CL) NT (BSI)22 ସେଥିପାଇଁ ତାଙ୍କ ବିଶ୍ୱାସ ଯୋଗୁ ଅବ୍ରାହମ ଈଶ୍ୱରଙ୍କ ଦ୍ୱାରା ଧାର୍ମିକ ବୋଲି ଗୃହୀତ ହୋଇଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିପାଇଁ ମଧ୍ୟ ଏହା ତାହାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା। See the chapter |