ରୋମୀୟ 4:8 - ପବିତ୍ର ବାଇବଲ8 ଓ ସେ ଲୋକମାନେ ପ୍ରକୃତରେ ଧନ୍ୟ, ଯେତେବେଳେ ପାପରହିତ ଭାବେ ପରମେଶ୍ୱର ତାହାଙ୍କୁ ଗ୍ରହଣ କରି ନେଇଛନ୍ତି।” See the chapterପବିତ୍ର ବାଇବଲ (Re-edited) - (BSI)8 ପ୍ରଭୁ ଯେଉଁ ଲୋକର ପାପ ଗଣନା କରିବେ ନାହିଁ, ସେ ଧନ୍ୟ।” See the chapterଓଡିଆ ବାଇବେଲ8 ପ୍ରଭୁ ଯେଉଁ ଲୋକର ପାପ ଗଣନା କରିବେ ନାହିଁ, ସେ ଧନ୍ୟ ।' See the chapterପବିତ୍ର ବାଇବଲ (CL) NT (BSI)8 ଈଶ୍ୱର ଯାହାର ପାପ ଗଣନା କରିବେ ନାହିଁ, ସେ ଧନ୍ୟ!” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପ୍ରଭୁ ଯେଉଁ ଲୋକର ପାପ ଗଣନା କରିବେ ନାହିଁ, ସେ ଧନ୍ୟ।” See the chapter |