ରୋମୀୟ 5:19 - ପବିତ୍ର ବାଇବଲ19 ଜଣେ ଲୋକ ପରମେଶ୍ୱରଙ୍କୁ ଅବଜ୍ଞା କଲା ଓ ଅନେକ ଲୋକ ପାପୀ ହୋଇ ଗଲେ। କିନ୍ତୁ ସେହିପରି ଜଣେ ଲୋକ ପରମେଶ୍ୱରଙ୍କୁ ମାନିଲା ଓ ଅନେକ ଲୋକ ଧାର୍ମିକ ହୋଇଯିବେ। See the chapterପବିତ୍ର ବାଇବଲ (Re-edited) - (BSI)19 କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ଵାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ଵାରା ଅନେକେ ଧାର୍ମିକ ହେବେ। See the chapterଓଡିଆ ବାଇବେଲ19 କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ୱାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ୱାରା ଅନେକେ ଧାର୍ମିକ ହେବେ । See the chapterପବିତ୍ର ବାଇବଲ (CL) NT (BSI)19 ଜଣକର ଅବାଧ୍ୟତା ଲାଗି ଯେପରି ସମସ୍ତେ ପାପୀ ହେଲେ, ସେହିପରି ଜଣକର ଆଜ୍ଞାବହତା ଯୋଗୁଁ ସମସ୍ତେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହେବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ୱାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ୱାରା ଅନେକେ ଧାର୍ମିକ ହେବେ। See the chapter |