ରୋମୀୟ 6:8 - ପବିତ୍ର ବାଇବଲ8 ଆମ୍ଭେ ଯଦି ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁବରଣ କରିଛୁ, ତା'ହେଲେ ଜାଣୁ ଯେ ଆମ୍ଭେ ମଧ୍ୟ ତାହାଙ୍କ ସହିତ ଜୀବିତ ରହିବା। See the chapterପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ଵାସ କରୁ। See the chapterଓଡିଆ ବାଇବେଲ8 କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ । See the chapterପବିତ୍ର ବାଇବଲ (CL) NT (BSI)8 ଆମ୍ଭେମାନେ ଯୀଶୁଙ୍କ ସହିତ ମୃତ୍ୟୁବରଣ କରିଥିବାରୁ, ତାଙ୍କ ସହିତ ମଧ୍ୟ ଜୀବନ ପାଇବୁ ବୋଲି ବିଶ୍ୱାସ କରୁଛୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ। See the chapter |