ରୋମୀୟ 7:11 - ପବିତ୍ର ବାଇବଲ11 ଏହି ଆଜ୍ଞାକୁ ବ୍ୟବହାର କରି ପାପ ମୋତେ ମୂର୍ଖ ପ୍ରମାଣିତ କରିବା ପାଇଁ ସୁଯୋଗ ପାଇଲା। ମୋତେ ଆତ୍ମିକ ଭାବରେ ମୃତ କରାଇବାରେ ପାପ ଏହି ଆଜ୍ଞାକୁ ବ୍ୟବହାର କଲା। See the chapterପବିତ୍ର ବାଇବଲ (Re-edited) - (BSI)11 କାରଣ ପାପ ସୁଯୋଗ ପାଇ ଆଜ୍ଞା ଦ୍ଵାରା ମୋତେ ପ୍ରତାରଣା କଲା, ପୁଣି ତାହା ଦ୍ଵାରା ମୋତେ ବଧ କଲା। See the chapterଓଡିଆ ବାଇବେଲ11 କାରଣ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋତେ ପ୍ରତାରଣା କଲା, ପୁଣି, ତାହା ଦ୍ୱାରା ମୋତେ ବଧ କଲା । See the chapterପବିତ୍ର ବାଇବଲ (CL) NT (BSI)11 ବ୍ୟବସ୍ଥାର ସୁଯୋଗ ନେଇ ପାପ ମୋତେ ପ୍ରତାରଣା କଲା ଓ ମୋତେ ହତ୍ୟା କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କାରଣ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋତେ ପ୍ରତାରଣା କଲା, ପୁଣି, ତାହା ଦ୍ୱାରା ମୋତେ ବଧ କଲା। See the chapter |