Online Bible

- Advertisements -




ରୋମୀୟ 7:13 - ପବିତ୍ର ବାଇବଲ

13 ଏହାର କ’ଣ ଏହି ଅର୍ଥ ଯେ ଯାହା ଭଲ, ତାହା ହିଁ ମୋ’ ପାଇଁ ମୃତ୍ୟୁ ଆଣିଲା? କିନ୍ତୁ ଯାହା ଭଲ ପାପ ତାହାକୁ ହିଁ ବ୍ୟବହାର କରି ମୋ’ ପାଇଁ ମୃତ୍ୟୁ ଆଣିଲା। ଏହା ହେଲା, ଯେପରି ମୁଁ ଜାଣି ପାରିବି ପାପ କ’ଣ? ପାପ ହେଉଛି ଅତିଶୟ ମନ୍ଦ, ଏହା ଜଣାଇବା ପାଇଁ ଏପରି ଘଟିଲା ଓ ଆଜ୍ଞାର ବ୍ୟବହାର ମଧ୍ୟ ଏହା ହିଁ ଦେଖାଇବା ପାଇଁ ହେଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

13 ତେବେ, ଯାହା ଉତ୍ତମ, ତାହା କି ମୋʼ ପକ୍ଷରେ ମୃତ୍ୟୁଦାୟକ ହେଲା? ତାହା କେବେ ହେଁ ନ ହେଉ। କିନ୍ତୁ ପାପ ମୃତ୍ୟୁଦାୟକ ହେଲା, ଯେପରି ଯାହା ଉତ୍ତମ, ତାହା ଦେଇ ମୋʼ ପ୍ରତି ମୃତ୍ୟୁ ସାଧନ କରିବା ଦ୍ଵାରା ପାପ, ପାପ ବୋଲି ପ୍ରକାଶ ପାଏ, ପୁଣି ଯେପରି ଆଜ୍ଞା ଦ୍ଵାରା ପାପ ଅତିଶୟ ପାପମୟ ହୁଏ।

See the chapter Copy

ଓଡିଆ ବାଇବେଲ

13 ତେବେ, ଯାହା ଉତ୍ତମ, ତାହା କି ମୋ' ପକ୍ଷରେ ମୃତ୍ୟୁଦାୟକ ହେଲା ? ତାହା କେବେ ହେଁ ନ ହେଉ । କିନ୍ତୁ ପାପ ମୃତ୍ୟୁଦାୟକ ହେଲା, ଯେପରି ଯାହା ଉତ୍ତମ, ତାହା ଦେଇ ମୋ' ପ୍ରତି ମୃତ୍ୟୁ ସାଧନ କରିବା ଦ୍ୱାରା ପାପ, ପାପ ବୋଲି ପ୍ରକାଶ ପାଏ, ପୁଣି, ଯେପରି ଆଜ୍ଞା ଦ୍ୱାରା ପାପ ଅତିଶୟ ପାପମୟ ହୁଏ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

13 ତା’ହେଲେ, ଯାହା ମଙ୍ଗଳଜନକ, ତାହା କଅଣ ମୋ’ ମୃତ୍ୟୁର କାରଣ ହୋଇଥିଲା? କଦାପି ନୁହେଁ। ପାପ ହିଁ ତା’ କଲା। ମଙ୍ଗଳଜନକ ବ୍ୟବସ୍ଥାକୁ ବ୍ୟବହାର କରି ପାପ ମୋର ମୃତ୍ୟୁ ଘଟାଇଲା। ତଦ୍ଦ୍ୱାରା ପାପର ପ୍ରକୃତ ରୂପ ପ୍ରକାଶ ପାଇଲା। ତେଣୁ ବ୍ୟବସ୍ଥା ଦ୍ୱାରା ପାପର ଅତିଶୟ ଭୟଙ୍କରତା ଜଣାପଡ଼ିଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତେବେ, ଯାହା ଉତ୍ତମ, ତାହା କି ମୋʼ ପକ୍ଷରେ ମୃତ୍ୟୁଦାୟକ ହେଲା? ତାହା କେବେ ହେଁ ନ ହେଉ। କିନ୍ତୁ ପାପ ମୃତ୍ୟୁଦାୟକ ହେଲା, ଯେପରି ଯାହା ଉତ୍ତମ, ତାହା ଦେଇ ମୋʼ ପ୍ରତି ମୃତ୍ୟୁ ସାଧନ କରିବା ଦ୍ୱାରା ପାପ, ପାପ ବୋଲି ପ୍ରକାଶ ପାଏ, ପୁଣି, ଯେପରି ଆଜ୍ଞା ଦ୍ୱାରା ପାପ ଅତିଶୟ ପାପମୟ ହୁଏ।

See the chapter Copy




ରୋମୀୟ 7:13

Follow us:

Advertisements


Advertisements