ରୋମୀୟ 7:7 - ପବିତ୍ର ବାଇବଲ7 ତୁମ୍ଭେ ଭାବି ପାର ଯେ, ମୁଁ କହୁଛି ପାପ ଓ ବ୍ୟବସ୍ଥା ହେଉଛି ଏକା କଥା। ଏହା ସତ୍ୟ ନୁହେଁ। କିନ୍ତୁ ବ୍ୟବସ୍ଥା ହେଉଛି ଏକମାତ୍ର ଉପାୟ ଯାହାଦ୍ୱାରା ମୁଁ ପାପର ଅର୍ଥ ଜାଣି ପାରିଲି। ମୁଁ କେବେ ହେଲେ ଜାଣି ପାରି ନ ଥା’ନ୍ତି, “ଲୋଭ କରିବା” ଅର୍ଥ କ’ଣ। କିନ୍ତୁ ବ୍ୟବସ୍ଥା କହିଲା, “ଅନ୍ୟମାନଙ୍କ ବସ୍ତୁ ପାଇବା ପାଇଁ କେବେ ହେଲେ ଲୋଭ କର ନାହିଁ।” See the chapterପବିତ୍ର ବାଇବଲ (Re-edited) - (BSI)7 ତେବେ, ଆମ୍ଭେମାନେ କଅଣ କହିବା? ବ୍ୟବସ୍ଥା କଅଣ ପାପ? ତାହା କେବେ ହେଁ ନ ହେଉ। ବରଂ ପାପ କଅଣ, ତାହା ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି। See the chapterଓଡିଆ ବାଇବେଲ7 ତେବେ, ଆମ୍ଭେମାନେ କ'ଣ କହିବା ? ମୋଶାଙ୍କ ବ୍ୟବସ୍ଥା କ'ଣ ପାପ ? ତାହା କେବେ ହେଁ ନ ହେଉ । ବରଂ ପାପ କ'ଣ, ତାହା ମୋଶାଙ୍କ ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ମୋଶାଙ୍କ ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି । See the chapterପବିତ୍ର ବାଇବଲ (CL) NT (BSI)7 ତେବେ କଅଣ କହିବା, ବ୍ୟବସ୍ଥା ହିଁ ପାପ? ତା’ ଅବଶ୍ୟ ନୁହେଁ। କିନ୍ତୁ ପାପ କଅଣ, ତାହା ବ୍ୟବସ୍ଥା ମୋତେ ଜଣାଇ ଦେଇଛି। “ପର ଦ୍ରବ୍ୟକୁ ଲୋଭ କର ନାହିଁ”, ଏହି ଆଜ୍ଞା ଯଦି ବ୍ୟବସ୍ଥା ଦେଇ ନ ଥାଆନ୍ତା, ଲୋଭ କଅଣ, ମୁଁ ଜାଣି ନ ଥାଆନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତେବେ, ଆମ୍ଭେମାନେ କଅଣ କହିବା? ମୋଶାଙ୍କ ବ୍ୟବସ୍ଥା କଅଣ ପାପ? ତାହା କେବେ ହେଁ ନ ହେଉ। ବରଂ ପାପ କଅଣ, ତାହା ମୋଶାଙ୍କ ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ମୋଶାଙ୍କ ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି। See the chapter |