ରୋମୀୟ 8:1 - ପବିତ୍ର ବାଇବଲ1 ଅତଏବ ଏବେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନେ ଦେଷୀ ବୋଲି ବିଗ୍ଭରିତ ହୁଅନ୍ତି ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)1 ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ତାଜ୍ଞା ନାହିଁ। See the chapterଓଡିଆ ବାଇବେଲ1 ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ । See the chapterପବିତ୍ର ବାଇବଲ (CL) NT (BSI)1 ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ଜୀବନ ଯାପନ କରନ୍ତି, ସେମାନେ ଆଉ ଦୋଷୀ ବିବେଚିତ ହେବେ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ। See the chapter |