Online Bible

- Advertisements -




ରୋମୀୟ 8:19 - ପବିତ୍ର ବାଇବଲ

19 ପରମେଶ୍ୱର ଯାହାକିଛି ସୃଷ୍ଟି କରିଛନ୍ତି, ସେହିସବୁ ବଡ଼ ଆଶାରେ ସେହି ସମୟକୁ ଅପେକ୍ଷା କରିଚନ୍ତି ଯେ କେତେବେଳେ ପରମେଶ୍ୱର ସଂସାରକୁ ଜଣାଇ ଦେବେ ଯେ, କେଉଁମାନେ ତାହାଙ୍କର ସନ୍ତାନ ଅଟନ୍ତି। ସମଗ୍ର ସଂସାର ଏହି ଘଟଣା ଘଟିବା ପାଇଁ ଗ୍ଭହିଁ ରହିଛି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

19 ଯେଣୁ ସୃଷ୍ଟିର ଏକା; ଆକାଂକ୍ଷା ଈଶ୍ଵରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି।

See the chapter Copy

ଓଡିଆ ବାଇବେଲ

19 ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ୱରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି ।

See the chapter Copy

ପବିତ୍ର ବାଇବଲ (CL) NT (BSI)

19 ସମଗ୍ର ସୃଷ୍ଟି ଆଗ୍ରହ ସହିତ ସେହି ଦିନର ଅପେକ୍ଷାରେ ରହିଛି,

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ବରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି।

See the chapter Copy




ରୋମୀୟ 8:19

Follow us:

Advertisements


Advertisements