ରୋମୀୟ 8:32 - ପବିତ୍ର ବାଇବଲ32 ପରମେଶ୍ୱର ଆମ୍ଭ ପାଇଁ ସବୁକିଛିକରିବେ। ପରମେଶ୍ୱର ନିଜ ପୁତ୍ରକୁ ସୁଦ୍ଧା ଧରି ରଖିଲେ ନାହିଁ କିନ୍ତୁ ଆମ୍ଭ ସମସ୍ତଙ୍କ ପାଇଁ ଦେଇଦେଲେ। ଏଣୁ ସେ ତାଙ୍କ ସହ ଆମ୍ଭକୁ ସବୁ ବିଷୟ ଦେବେ। See the chapterପବିତ୍ର ବାଇବଲ (Re-edited) - (BSI)32 ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ? See the chapterଓଡିଆ ବାଇବେଲ32 ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ ? See the chapterପବିତ୍ର ବାଇବଲ (CL) NT (BSI)32 ଈଶ୍ୱର କଦାପି ଆମର ବିପକ୍ଷ ନୁହନ୍ତି, କାରଣ ସେ ନିଜ ପୁତ୍ରଙ୍କୁ ମଧ୍ୟ ରକ୍ଷା ନ କରି ଆମ୍ଭମାନଙ୍କ ପାଇଁ ଦାନ କରିଛନ୍ତି। ତାହାହେଲେ, ସେ କଅଣ ଆମ୍ଭମାନଙ୍କୁ ସବୁ ବିଷୟ ଦାନ କରିବେ ନାହିଁ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ? See the chapter |