ରୋମୀୟ 9:13 - ପବିତ୍ର ବାଇବଲ13 ଶାସ୍ତ୍ର କୁହେ: “ମୁଁ ଯାବକକୁ ଭଲ ପାଇଲି କିନ୍ତୁ, ଏଷୌକୁ ନୁହେଁ।” See the chapterପବିତ୍ର ବାଇବଲ (Re-edited) - (BSI)13 ଯେପରି ଲେଖାଅଛି, “ଯାକୁବକୁ ଆମ୍ଭେ ପ୍ରେମ କଲୁ, କିନ୍ତୁ ଏଷୌକୁ ଘୃଣା କଲୁ।” See the chapterଓଡିଆ ବାଇବେଲ13 ଯେପରି ଲେଖା ଅଛି, "ଯାକୁବକୁ ଆମ୍ଭେ ପ୍ରେମ କଲୁ, କିନ୍ତୁ ଏଷୌକୁ ଘୃଣା କଲୁ ।' See the chapterପବିତ୍ର ବାଇବଲ (CL) NT (BSI)13 ଶାସ୍ତ୍ର ବାକ୍ୟ ଅନୁସାରେ, “ଯାକୁବ ଆମ୍ଭର ସନ୍ତୋଷଭାଜନ ହେଲା, ଏସୌ ନୁହେଁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯେପରି ଲେଖାଅଛି, ‘ଯାକୁବକୁ ଆମ୍ଭେ ପ୍ରେମ କଲୁ, କିନ୍ତୁ ଏଷୌକୁ ଘୃଣା କଲୁ।’” See the chapter |