ରୋମୀୟ 9:16 - ପବିତ୍ର ବାଇବଲ16 ଅତଏବ, ପରମେଶ୍ୱରଙ୍କ ଦୟା ଉପରେ ଏହା ନିର୍ଭର କରେ, ଜଣେ ଲୋକର ଇଚ୍ଛା ବା ଚେଷ୍ଟା ଉପରେ ନୁହେଁ। See the chapterପବିତ୍ର ବାଇବଲ (Re-edited) - (BSI)16 ଅତଏବ, ଯେ ଇଚ୍ଛା କରେ, କିମ୍ଵା ଯେ ଚେଷ୍ଟା କରେ, ତାହାଠାରୁ ଏହା ହୁଏ ନାହିଁ, ମାତ୍ର ଦୟାଳୁ ଈଶ୍ଵରଙ୍କଠାରୁ ହୁଏ। See the chapterଓଡିଆ ବାଇବେଲ16 ଅତଏବ, ଯେ ଇଚ୍ଛା କରେ, କିମ୍ବା ଯେ ଚେଷ୍ଟା କରେ, ତାହାଠାରୁ ଏହା ହୁଏ ନାହିଁ, ମାତ୍ର ଦୟାଳୁ ଈଶ୍ୱରଙ୍କଠାରୁ ହୁଏ । See the chapterପବିତ୍ର ବାଇବଲ (CL) NT (BSI)16 ତେଣୁ ସମସ୍ତ ବିଷୟ ଈଶ୍ୱରଙ୍କ ଅନୁଗ୍ରହ ଉପରେ ନିର୍ଭର କରେ, ମନୁଷ୍ୟର ଇଚ୍ଛା ବା କାର୍ଯ୍ୟ ଉପରେ ନୁହେଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଅତଏବ, ଯେ ଇଚ୍ଛା କରେ, କିମ୍ବା ଯେ ଚେଷ୍ଟା କରେ, ତାହାଠାରୁ ଏହା ହୁଏ ନାହିଁ, ମାତ୍ର ଦୟାଳୁ ଈଶ୍ବରଙ୍କଠାରୁ ହୁଏ। See the chapter |