Online Bible

- Advertisements -




ରୋମୀୟ 9:17 - ପବିତ୍ର ବାଇବଲ

17 ଧର୍ମଶାସ୍ତ୍ରରେ ଯେପରି ପରମେଶ୍ୱର ଫାରୋକୁ କହନ୍ତି: “ତୁମ୍ଭକୁ ଆମ୍ଭେ ଏହି ଏକ ମାତ୍ର ଉଦ୍ଧେଶ୍ୟ ପାଇଁ ତୁମ୍ଭକୁ ରାଜା କରିଛୁ, ଯଦ୍ଦ୍ୱାରା ତୁମ୍ଭ ମାଧ୍ୟମରେ ଆମ୍ଭେ ଆପଣା ଶକ୍ତି ଦେଖାଇ ପାରିବା ଓ ଅତଏବ ଆମ୍ଭ ନାମ ସମଗ୍ର ବିଶ୍ୱରେ ଘୋଷିତ ହେଉ ବୋଲି ଆମ୍ଭ ଇଚ୍ଛା।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ଯେଣୁ ଶାସ୍ତ୍ର ଫାରୋଙ୍କୁ କହେ, ଆମ୍ଭେ ଯେପରି ତୁମ୍ଭଠାରେ ଆମ୍ଭର ଶକ୍ତି ଦେଖାଉ, ଆଉ ଯେପରି ସମସ୍ତ ପୃଥିବୀରେ ଆମ୍ଭର ନାମ ଘୋଷିତ ହୁଏ, ଏହି ଅଭିପ୍ରାୟରେ ତ ଆମ୍ଭେ ତୁମ୍ଭକୁ ଉତ୍ଥାପନ କଲୁ।

See the chapter Copy

ଓଡିଆ ବାଇବେଲ

17 ଯେଣୁ ଶାସ୍ତ୍ର ଫାରୋଙ୍କୁ କହେ, ଆମ୍ଭେ ଯେପରି ତୁମ୍ଭଠାରେ ଆମ୍ଭର ଶକ୍ତି ଦେଖାଉ, ଆଉ ଯେପରି ସମସ୍ତ ପୃଥିବୀରେ ଆମ୍ଭର ନାମ ଘୋଷିତ ହୁଏ, ଏହି ଅଭିପ୍ରାୟରେ ତ ଆମ୍ଭେ ତୁମ୍ଭକୁ ଉତ୍ଥାପନ କଲୁ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

17 ଶାସ୍ତ୍ର ଅନୁଯାୟୀ ଈଶ୍ୱର ମିସର ରାଜାଙ୍କୁ କହିଥିଲେ, “ତୁମ୍ଭ ଦ୍ୱାରା ଆମ୍ଭର ଶକ୍ତି ପ୍ରଦର୍ଶନ କରିବା ପାଇଁ ଓ ସମଗ୍ର ଜଗତରେ ଆମ୍ଭର ମହିମା ପ୍ରକାଶ କରିବା ପାଇଁ ଆମ୍ଭେ ତୁମ୍ଭକୁ ରାଜା କରିଅଛୁ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯେଣୁ ଈଶ୍ବର ଶାସ୍ତ୍ର ଦ୍ୱାରା ଫାରୋକୁ କହନ୍ତି, “ଆମ୍ଭେ ଯେପରି ତୁମ୍ଭଠାରେ ଆମ୍ଭର ଶକ୍ତି ଦେଖାଉ, ଆଉ ଯେପରି ସମସ୍ତ ପୃଥିବୀରେ ଆମ୍ଭର ନାମ ଘୋଷିତ ହୁଏ, ଏହି ଅଭିପ୍ରାୟରେ ତ ଆମ୍ଭେ ତୁମ୍ଭକୁ ଉତ୍ଥାପନ କଲୁ।”

See the chapter Copy




ରୋମୀୟ 9:17

Follow us:

Advertisements


Advertisements