Online Bible

- Advertisements -




ରୋମୀୟ 9:20 - ପବିତ୍ର ବାଇବଲ

20 ତୁମ୍ଭେ କେବଳ ଜଣେ ମଣିଷ। ପରମେଶ୍ୱରଙ୍କୁ ଓଲଟି ପ୍ରଶ୍ନ ପଗ୍ଭରିବାର ଅଧିକାର ତୁମ୍ଭର ନାହିଁ। ମାଟି କଳସୀଟି କୁମ୍ଭାରକୁ ପ୍ରଶ୍ନ କରେ ନାହିଁ ଯେ “ତୁମ୍ଭେ ମୋତେ ଏପରି ଭାବେ କାହିଁକି ଗଢ଼ିଲ?”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

20 କିନ୍ତୁ ହେ ମନୁଷ୍ୟ, ତୁମ୍ଭେ କିଏ ଯେ ଈଶ୍ଵରଙ୍କ ପ୍ରତିବାଦ କର? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି?

See the chapter Copy

ଓଡିଆ ବାଇବେଲ

20 କିନ୍ତୁ ହେ ମନୁଷ୍ୟ, ତୁମ୍ଭେ କିଏ ଯେ ଈଶ୍ୱରଙ୍କ ପ୍ରତିବାଦ କର ? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି ?

See the chapter Copy

ପବିତ୍ର ବାଇବଲ (CL) NT (BSI)

20 କିନ୍ତୁ ବନ୍ଧୁ, ଈଶ୍ୱରଙ୍କ କଥାରେ ପ୍ରତିବାଦ କରିବାକୁ ତୁମେ କିଏ? “ମୋତେ ଏପରି କାହିଁକି ଗଢ଼ିଲ” ବୋଲି ପାତ୍ରଟିଏ କୁମ୍ଭକାରକୁ ପଚାରି ପାରେ ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କିନ୍ତୁ ହେ ଭାଇ, ତୁମ୍ଭେ କିଏ ଯେ ଈଶ୍ବରଙ୍କ ପ୍ରତିବାଦ କର? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି?

See the chapter Copy




ରୋମୀୟ 9:20

Follow us:

Advertisements


Advertisements