Online Bible

- Advertisements -




ରୋମୀୟ 9:22 - ପବିତ୍ର ବାଇବଲ

22 ଠିକ୍ ସେହିଭଳି ପରମେଶ୍ୱର ମଧ୍ୟ ନିଜର କ୍ରୋଧ ଓ ଶକ୍ତି ପ୍ରଦର୍ଶନ କରିବା ପାଇଁ ଗ୍ଭହିଁଥିଲେ। ସେ ଖୁବ୍ ଧୈର୍ଯ୍ୟର ସହିତ ତାହାଙ୍କ କ୍ରୋଧ ଓ ବିନାଶ ପାତ୍ରମାନଙ୍କୁ ସହି ନେଇଥିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

22 କିନ୍ତୁ ଈଶ୍ଵର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ାକପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି,

See the chapter Copy

ଓଡିଆ ବାଇବେଲ

22 କିନ୍ତୁ ଈଶ୍ୱର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ାକ ପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି,

See the chapter Copy

ପବିତ୍ର ବାଇବଲ (CL) NT (BSI)

22 ଈଶ୍ୱର ମଧ୍ୟ ଠିକ୍ ସେହିପରି କରିଛନ୍ତି। ସେ ଚାହୁଁଥିଲେ, ତାଙ୍କର କ୍ରୋଧ ପ୍ରଦର୍ଶନ କରିବାକୁ ଓ ପରାକ୍ରମ ପ୍ରକାଶ କରିବାକୁ। କିନ୍ତୁ ଯେଉଁମାନେ ତାଙ୍କ କ୍ରୋଧର ପାତ୍ର ହୋଇ ବିନଷ୍ଟ ହେବା ସୁନିଶ୍ଚିତ ଥିଲା, ସେମାନଙ୍କ ପ୍ରତି ଈଶ୍ୱର ଅତୀବ ସହନଶୀଳ ହେଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କିନ୍ତୁ ଈଶ୍ବର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ିକ ପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି,

See the chapter Copy




ରୋମୀୟ 9:22

Follow us:

Advertisements


Advertisements