ରୋମୀୟ 9:23 - ପବିତ୍ର ବାଇବଲ23 ପରମେଶ୍ୱର ତାହାଙ୍କର ଦୟାପାତ୍ର ମାନଙ୍କୁ ନିଜ ମହିମାର ଧନ ଦେଖାଇବା ଲାଗି ଧୈର୍ଯ୍ୟପୂର୍ବକ ଅପେକ୍ଷା କରିଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)23 ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ଵାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କଅଣ କହିବ? See the chapterଓଡିଆ ବାଇବେଲ23 ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ୱାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କ'ଣ କହିବ ? See the chapterପବିତ୍ର ବାଇବଲ (CL) NT (BSI)23 ପୁଣି ସେ ତାଙ୍କର ପ୍ରଚୁର ଗୌରବ ପ୍ରକାଶ କରିବା ପାଇଁ ଆମ୍ଭମାନଙ୍କୁ ବିଶେଷ ଅନୁଗ୍ରହର ପାତ୍ର ସ୍ୱରୂପେ ପୂର୍ବରୁ ମନୋନୀତ କରିଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ୱାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କଅଣ କହିବ? See the chapter |