ରୋମୀୟ 9:26 - ପବିତ୍ର ବାଇବଲ26 ଏବଂ “ଯେଉଁ ସ୍ଥାନରେ ପରମେଶ୍ୱର କହିଥିଲେ, ‘ତୁମ୍ଭେମାନେ ଆମ୍ଭ ଲୋକ ନୁହଁ’- ସେହି ସ୍ଥାନରେ ସେମାନେ ଜୀବିତ ପରମେଶ୍ୱରଙ୍କ ସନ୍ତାନ ବୋଲାଇବେ।” See the chapterପବିତ୍ର ବାଇବଲ (Re-edited) - (BSI)26 “ପୁଣି, ଯେଉଁ ସ୍ଥାନରେ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ସେମାନେ ଜୀବନ୍ତ ଈଶ୍ଵରଙ୍କ ପୁତ୍ରଗଣ ବୋଲି ଖ୍ୟାତ ହେବେ।” See the chapterଓଡିଆ ବାଇବେଲ26 "ପୁଣି, ଯେଉଁ ସ୍ଥାନରେ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ସେମାନେ ଜୀବନ୍ତ ଈଶ୍ୱରଙ୍କ ପୁତ୍ରଗଣ ବୋଲି ଖ୍ୟାତ ହେବେ ।" See the chapterପବିତ୍ର ବାଇବଲ (CL) NT (BSI)26 ଯେଉଁ ସ୍ଥାନରେ ସେମାନଙ୍କୁ କହିଥିଲୁ, ‘ତୁମ୍ଭେମାନେ ଆମ୍ଭର ଲୋକ ନୁହଁ’, ସେଠାରେ ସେମାନେ ଜୀବିତ ଈଶ୍ୱରଙ୍କ ସନ୍ତାନ ବୋଲି କୁହାଯିବେ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, “ଯେଉଁ ସ୍ଥାନରେ ‘ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ସେମାନେ ଜୀବନ୍ତ ଈଶ୍ବରଙ୍କ ପୁତ୍ରଗଣ ବୋଲି ଖ୍ୟାତ ହେବେ।’” See the chapter |