ରୋମୀୟ 9:33 - ପବିତ୍ର ବାଇବଲ33 ଧର୍ମଶାସ୍ତ୍ର ସେ ପଥର ବିଷୟରେ କୁହେ: “ଦେଖ, ଆମ୍ଭେ ସିୟୋନଠାରେ ପଥରଟିଏ ରଖିଛୁ ଏହି ପଥରଟି ଲୋକମାନଙ୍କୁ ପକାଇ ଦିଏ। ଏହି ପଥରଟି ଲୋକମାନଙ୍କୁ ପାପ କରିବା ପାଇଁ ପ୍ରବର୍ତ୍ତାଏ କିନ୍ତୁ ଯେଉଁ ଲୋକ ସେ ପଥରଟିରେ ବିଶ୍ୱାସ କରେ ସେ ଲଜ୍ଜିତ ହେବ ନାହିଁ।” See the chapterପବିତ୍ର ବାଇବଲ (Re-edited) - (BSI)33 ଯେପରି ଲେଖାଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ଵାସ କରେ, ସେ ଲଜ୍ଜିତ ହେବ ନାହିଁ।” See the chapterଓଡିଆ ବାଇବେଲ33 ଯେପରି ଲେଖା ଅଛି, "ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ" । See the chapterପବିତ୍ର ବାଇବଲ (CL) NT (BSI)33 ଶାସ୍ତ୍ରରେ ଯେପରି ଲେଖା ହୋଇଛି: “ଦେଖ, ଆମେ ସିୟୋନରେ ଗୋଟିଏ ପ୍ରସ୍ତର ଓ ଗୋଟିଏ ଶିଳାଖଣ୍ଡ ସ୍ଥାପନ କରିଛୁ। ସେଥିରେ ଆଘାତ ପାଇ ଲୋକେ ଝୁଣ୍ଟି ପଡ଼ିବେ। କିନ୍ତୁ ବିଶ୍ୱାସୀ ନିରାଶ ହେବ ନାହିଁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଯେପରି ଲେଖାଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।” See the chapter |