ରତର ବିବରଣ 2:9 - ପବିତ୍ର ବାଇବଲ9 ଦେଖ ସେମାନେ କେଉଁ କ୍ଷେତକୁ ଯାଉଛନ୍ତି, ସେମାନଙ୍କୁ ଅନୁସରଣ କର। ମୁଁ ସେ ଯୁବକମାନଙ୍କୁ ସତର୍କ କରାଇ ଦେଉଛି ସେମାନେ ତୁମ୍ଭକୁ ହଇରାଣ କରିବେ ନାହିଁ। ତୁମ୍ଭେ ଯେବେ ତୃଷାର୍ତ୍ତ ଅନୁଭବ କରିବ, ତେବେ ତୁମ୍ଭେ ଯାଇ ମୋର ଲୋକମାନେ ପିଉଥିବା ପାଣିପାତ୍ରରୁ ପାଣି ପିଇପାରିବ।” See the chapterପବିତ୍ର ବାଇବଲ (Re-edited) - (BSI)9 ଶସ୍ୟଚ୍ଛେଦକମାନେ ଯେଉଁ କ୍ଷେତ୍ରର ଶସ୍ୟ କାଟିବେ, ତାହା ପ୍ରତି ଦୃଷ୍ଟି ରଖି ତୁମ୍ଭେ ଦାସୀଗଣର ପଶ୍ଚାତ୍ ଯାଅ, ତୁମ୍ଭକୁ ସ୍ପର୍ଶ କରିବାକୁ ମୁଁ କି ସେ ଯୁବାମାନଙ୍କୁ ନିଷେଧ କରି ନାହିଁ? ଆଉ ତୁମ୍ଭେ ତୃଷିତ ହେଲେ, ପାତ୍ର ନିକଟକୁ ଯାଇ ଯୁବାମାନଙ୍କର କାଢ଼ିବା ଜଳରୁ ପାନ କର। See the chapterଓଡିଆ ବାଇବେଲ9 ଶସ୍ୟକଟାଳିମାନେ ଯେଉଁ କ୍ଷେତ୍ରର ଶସ୍ୟ କାଟିବେ, ତାହା ପ୍ରତି ଦୃଷ୍ଟି ରଖି ତୁମ୍ଭେ ଦାସୀଗଣର ପଛେ ଯାଅ, ତୁମ୍ଭକୁ ସ୍ପର୍ଶ କରିବାକୁ ମୁଁ କି ସେ ଯୁବାମାନଙ୍କୁ ନିଷେଧ କରି ନାହିଁ ? ଆଉ ତୁମ୍ଭେ ତୃଷିତ ହେଲେ, ପାତ୍ର ନିକଟକୁ ଯାଇ ଯୁବାମାନଙ୍କର କାଢ଼ିବା ଜଳରୁ ପାନ କର।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଶସ୍ୟକଟାଳିମାନେ ଯେଉଁ କ୍ଷେତ୍ରର ଶସ୍ୟ କାଟିବେ, ତାହା ପ୍ରତି ଦୃଷ୍ଟି ରଖି ତୁମ୍ଭେ ଦାସୀଗଣର ପଛେ ଯାଅ, ତୁମ୍ଭକୁ ସ୍ପର୍ଶ କରିବାକୁ ମୁଁ କି ସେ ଯୁବାମାନଙ୍କୁ ନିଷେଧ କରି ନାହିଁ? ଆଉ ତୁମ୍ଭେ ତୃଷିତ ହେଲେ, ପାତ୍ର ନିକଟକୁ ଯାଇ ଯୁବାମାନଙ୍କର କାଢ଼ିବା ଜଳରୁ ପାନ କର।” See the chapter |