ପରମ ଗୀତ 3:2 - ପବିତ୍ର ବାଇବଲ2 ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି। ଯାହାଙ୍କୁ ମୋର ପ୍ରାଣ ପ୍ରେମ କରେ, ତାହାଙ୍କୁ ମୁଁ ଗଳିଗଳି ଛକଛକ ଖୋଜିବି। ମୁଁ ତାହାଙ୍କୁ ଖୋଜିଲି ମାତ୍ର ପାଇଲି ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)2 ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ। See the chapterଓଡିଆ ବାଇବେଲ2 ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, ଯାହାଙ୍କୁ ମୋ’ ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି;” ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ। See the chapter |