ତୀତସ 1:3 - ପବିତ୍ର ବାଇବଲ3 ଉଚିତ୍ ସମୟରେ ପରମେଶ୍ୱର ସେହି ଜୀବନ ବିଷୟରେ ସଂସାରକୁ ଜଣାଇଲେ। ପ୍ରଗ୍ଭର ଦ୍ୱାରା ପରମେଶ୍ୱର ଜଗତକୁ କହିଲେ। ପରମେଶ୍ୱର ମୋତେ ସେହି କାମର ଦାୟିତ୍ୱ ଦେଲେ। ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱର ଆଦେଶ ଦେଇଥିବାରୁ ମୁଁ ସେଗୁଡ଼ିକର ପ୍ରଗ୍ଭର କଲି। See the chapterପବିତ୍ର ବାଇବଲ (Re-edited) - (BSI)3 ସେହି ଅନ; ଜୀବନ, ସତ୍ୟବାଦୀ ଈଶ୍ଵର ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ଵାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଆଜ୍ଞାନୁସାରେ ମୋʼଠାରେ ସମର୍ପିତ ହୋଇଅଛି। See the chapterଓଡିଆ ବାଇବେଲ3 ସେହି ଅନନ୍ତ ଜୀବନ ସତ୍ୟ ଈଶ୍ୱର, ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ୱାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଆଜ୍ଞାନୁସାରେ ମୋ'ଠାରେ ସମର୍ପିତ ହୋଇଅଛି । See the chapterପବିତ୍ର ବାଇବଲ (CL) NT (BSI)3 ଯଥା ସମୟରେ ଏହି ବାର୍ତ୍ତା ସେ ପ୍ରକାଶ କରିଛନ୍ତି। ଆମ୍ଭମାନଙ୍କର ମୁକ୍ତିଦାତା ଈଶ୍ୱରଙ୍କ ଆଦେଶରେ ଏହା ଘୋଷଣା କରିବାକୁ ମୋତେ ଦାୟିତ୍ୱ ଦିଆଯାଇଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେହି ଅନନ୍ତ ଜୀବନ ସତ୍ୟ ଈଶ୍ବର, ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ୱାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଆଜ୍ଞାନୁସାରେ ମୋʼ ଠାରେ ସମର୍ପିତ ହୋଇଅଛି। See the chapter |