ତୀତସ 3:15 - ପବିତ୍ର ବାଇବଲ15 ମୋ’ ସହିତ ଏଠିକାର ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି। ଯେଉଁମାନେ ବିଶ୍ୱାସରେ ଆମ୍ଭକୁ ଭଲ ପାଆନ୍ତି, ସେମାନଙ୍କୁ ନମସ୍କାର ଜଣାଇବ। ପରମେଶ୍ୱରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହୁ। See the chapterପବିତ୍ର ବାଇବଲ (Re-edited) - (BSI)15 ମୋʼ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। ବିଶ୍ଵାସ ସମ୍ଵନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ସ୍ନେହ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ। ତୁମ୍ଭ ସମସ୍ତଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ। See the chapterଓଡିଆ ବାଇବେଲ15 ମୋ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି । ବିଶ୍ଵାସ ସମ୍ବନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ । ତୁମ୍ଭ ସମସ୍ତଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ । See the chapterପବିତ୍ର ବାଇବଲ (CL) NT (BSI)15 ଏଠାରେ ମୋ’ ସାଙ୍ଗରେ ଥିବା ସମସ୍ତେ ତୁମକୁ ଶୁଭେଚ୍ଛା ଜଣାଉଛନ୍ତି। ସମବିଶ୍ୱାସୀ ବନ୍ଧୁମାନଙ୍କୁ ଆମର ଶୁଭେଚ୍ଛା ଜଣାଇଦିଅ। ଈଶ୍ୱରଙ୍କ ଅନୁଗ୍ରହ ତୁମ ସମସ୍ତଙ୍କ ନିକଟବର୍ତ୍ତୀ ହେଉ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମୋ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। ବିଶ୍ୱାସ ସମ୍ବନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ। ତୁମ୍ଭ ସମସ୍ତଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ। See the chapter |