ତୀତସ 3:6 - ପବିତ୍ର ବାଇବଲ6 ପରମେଶ୍ୱର ଆମ୍ଭର ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ସେହି ପବିତ୍ରଆତ୍ମାକୁ ପୂର୍ଣ୍ଣଭାବରେ ଆମ୍ଭ ଉପରେ ଢାଳିଲେ। See the chapterପବିତ୍ର ବାଇବଲ (Re-edited) - (BSI)6 ସେହି ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଢାଳିଦେଲେ, See the chapterଓଡିଆ ବାଇବେଲ6 ସେହି ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଦେଲେ, See the chapterପବିତ୍ର ବାଇବଲ (CL) NT (BSI)6 ଆମ୍ଭମାନଙ୍କର ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏସବୁ ସମ୍ଭବ ହୋଇଛି। ତାଙ୍କ ଲାଗି ଈଶ୍ୱର ଆମ୍ଭମାନଙ୍କୁ ପ୍ରଚୁର ପରିମାଣରେ ପବିତ୍ର ଆତ୍ମାଙ୍କର ଶକ୍ତିଦାନ କରିଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେହି ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଢାଳି ଦେଲେ, See the chapter |