ଯିଖରୀୟ 4:2 - ପବିତ୍ର ବାଇବଲ2 ତାହାପରେ ସେହି ସ୍ୱର୍ଗଦୂତ ମୋତେ ପଗ୍ଭରିଲେ, “ତୁମ୍ଭେ କ’ଣ ଦେଖୁଛ?” ମୁଁ କହିଲି, “ମୁଁ ସମ୍ପୂର୍ଣ୍ଣ ସୁବର୍ଣ୍ଣର ଦୀପାଧାର ଦେଖୁଛି। ତାହାର ଉପରେ ଗୋଟିଏ ମାଠିଆ ଅଛି ଏବଂ ତା’ ଉପରେ ସାତୋଟି ପ୍ରଦୀପ ଅଛି, ଆଉ ମଧ୍ୟ ସେଠାରେ ଗୋଟିଏ ପାତ୍ର ଅଛି। ପ୍ରତ୍ୟେକ ପ୍ରଦୀପର ମୂଖନଳ ଅଛି ଓ ସେହି ନଳ ଦେଇ ପ୍ରଦୀପକୁ ତୈଳ ଆସୁଛି। See the chapterପବିତ୍ର ବାଇବଲ (Re-edited) - (BSI)2 ପୁଣି, ସେ ମୋତେ କହିଲେ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତ ନଳ; See the chapterଓଡିଆ ବାଇବେଲ2 ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତଟି ନଳ ଅଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତୋଟି ନଳ ଅଛି। See the chapter |