ଯିଖରୀୟ 9:3 - ପବିତ୍ର ବାଇବଲ3 ସୋର ନିଜ ପାଇଁ ଗମ୍ବୁଜ ନିର୍ମାଣ କଲା। ସେ ରୂପାକୁ ଧୂଳିପରି ଓ ସୁନାକୁ କାଦୁଅପରି ରାସ୍ତାରେ ଗଦା କଲା। See the chapterପବିତ୍ର ବାଇବଲ (Re-edited) - (BSI)3 ଆଉ, ସୋର ଆପଣା ପାଇଁ ଦୃଢ଼ ଗଡ଼ ନିର୍ମାଣ କଲା ଓ ଧୂଳି ପରି ରୂପା ଓ ବାଟର କାଦୁଅ ପରି ଉତ୍ତମ ସୁନା ରାଶୀକୃତ କଲା। See the chapterଓଡିଆ ବାଇବେଲ3 ଆଉ, ସୋର ଆପଣା ପାଇଁ ଦୃଢ଼ ଗଡ଼ ନିର୍ମାଣ କଲା ଓ ଧୂଳି ପରି ରୂପା ଓ ବାଟର କାଦୁଅ ପରି ଉତ୍ତମ ସୁନା ଗଦା କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ସୋର ଆପଣା ପାଇଁ ଦୃଢ଼ ଗଡ଼ ନିର୍ମାଣ କଲା ଓ ଧୂଳି ପରି ରୂପା ଓ ବାଟର କାଦୁଅ ପରି ଉତ୍ତମ ସୁନା ଗଦା କଲା। See the chapter |